ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି, ଆଜି ୪ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ବର,11 ଏପ୍ରିଲ:

ରାଜ୍ୟରେ ଆଉ ଚାରି ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟ ୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି। ତେବେ ଏ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।

Leave a Reply

Your email address will not be published. Required fields are marked *