କେନ୍ଦ୍ରାପଡ଼ାର ୩୨ ବର୍ଷୀୟ ଯୁବକ କରୋନା ପଜିଟିଭ

ଭୁବନେଶ୍ୱର,06 ଏପ୍ରିଲ :

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ମାସ ୨୪ ତାରିଖରେ ଦୁବାଇରୁ ଫେରିଥିବା କେନ୍ଦ୍ରାପଡ଼ାର ଜଣେ ୩୨ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରନା ସଂକ୍ରମିତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *