ସାମାଜିକ ନ୍ୟାୟ ଓ ଦାରିଦ୍ର୍ୟ ବିରୋଧରେ ଆମକୁ ଲଢ଼ିବାକୁ ପଡ଼ିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୦୯(ଗ୍ରାଉଣ୍ଡଜିରୋ ଲାଇଭ): ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ଧୁମ୍‌ଧାମ୍‌ରେ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ରାଜ୍ୟ ସଚିବାଳୟଠାରେ…